1 Chronicles 20:3 — Compare Translations

5 translations compared side by side

Odia - 1840
"ଦାଉଦ ରବ୍ବାର ଲୋକମାନଙ୍କୁ ବାହାର କରି ଆଣିଲେ ଓ ସମାନଙ୍କେୁ କରତ, ଶାବଳ ଓ କୁରାଢ଼ି ଦ୍ବାରା କାର୍ୟ୍ଯ କରିବାକୁ ବାଧ୍ଯ କଲେ। ଦାଉଦ ଅେମ୍ମାନୀୟ ଲୋକମାନଙ୍କର ସମସ୍ତ ନଗରଗୁଡ଼ିକରେ ସହେି ପ୍ରକାର କଲେ। ଏହାପରେ ଦାଉଦ ଓ ସମସ୍ତ ସୈନ୍ଯବାହିନୀ ୟିରୁଶାଲମକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ଵାରା ଛେଦନ କଲେ । ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ । ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ରବ୍ବାର ଲୋକମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କୁ କରତ, ଶାବଳ ଓ କୁହ୍ରାଡ଼ି ଦ୍ୱାରା କାର୍ଯ୍ୟ କରିବାକୁ ବାଧ୍ୟ କଲେ। ଦାଉଦ ଅମ୍ମୋନୀୟ ଲୋକମାନଙ୍କର ସମସ୍ତ ନଗରଗୁଡ଼ିକରେ ସେହି ପ୍ରକାର କଲେ। ଏହା ପରେ ଦାଉଦ ଓ ସମସ୍ତ ସୈନ୍ୟବାହିନୀ ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।