1 Chronicles 20:4 — Compare Translations

5 translations compared side by side

Odia - 1840
"ଏହାପରେ ଗଷେର ସହର ରେ ଇଶ୍ରାୟେଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ୟୁଦ୍ଧ କଲେ। ସହେି ସମୟରେ ହଶାତୀଯ ସିଦ୍ଦଖଯ ସିପ୍ପଯକୁ ବଧ କଲେ। ଏହି ସିପ୍ପଯ ଦୈତ୍ଯପୁତ୍ରମାନଙ୍କ ମଧ୍ଯରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇଶ୍ରାୟେଲୀୟମାନଙ୍କର କ୍ରୀତଦାସ ତୁଲ୍ଯ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ-ବଂଶଜାତ ସଫକୁ ବଧ କଲା, ଏଥିରେ ସେମାନେ ପରାସ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟ ସୈନ୍ୟମାନେ ନିହତ ହେଲେ ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।