1 Chronicles 20:5 — Compare Translations

5 translations compared side by side

Odia - 1840
"ଆଉ ଏକ ସମୟରେ ଇଶ୍ରାୟେଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ୟୁଦ୍ଧ କଲେ। ୟାଯୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିଯାତର ଭ୍ରାତା ଥିଲେ। ଗଲିଯାତ ଗାଥ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍ହାନନ୍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକି ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏକ ସମୟରେ ଇସ୍ରାଏଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ଯୁଦ୍ଧ କଲେ। ଯାୟୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିୟାତର ଭ୍ରାତା ଥିଲେ। ଗଲିୟାତ ଗାଥ୍ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା, ତହିଁରେ ଯାୟୀରର ପୁତ୍ର ଇଲ୍‍ହାନନ୍‍ ତନ୍ତୀର ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତର ଭ୍ରାତା ଲହମିକୁ ବଧ କଲା।