1 Chronicles 20:6 — Compare Translations
5 translations compared side by side
Odia - 1840
"ଗାଥ ସହର ରେ ପୁଣି ଏକ ୟୁଦ୍ଧ ହେଲା। ସଠାେରେ ଜଣେ ବିରାଟକାଯ ଲୋକ ଥିଲା, ଯାହାର ପ୍ରେତ୍ୟକକ ହାତ ରେ ଛଅଟି ଆଙ୍ଗୁଳି ଓ ପ୍ରେତ୍ୟକକ ପାଦ ରେ ମଧ୍ଯ ଛଅଟି ଆଙ୍ଗୁଳି ଥିଲା। ସେ ମଧ୍ଯ ଜଣେ ଦୈତ୍ଯପୁତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ।