1 Chronicles 20:7 — Compare Translations
5 translations compared side by side
Odia - 1840
"ସହେି ଲୋକ ଇଶ୍ରାୟେଲକୁ ବିଦ୍ରୁପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିଯଙ୍କ ପୁତ୍ର ଥିଲେ। ଶିମିଯି ଦାଉଦଙ୍କ ଭ୍ରାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।