1 Chronicles 20:8 — Compare Translations
5 translations compared side by side
Odia - 1840
"ସହେି ପଲେଷ୍ଟୀୟ ଲୋକମାନେ ଗାଥ ସହରବାସୀ ଦୈତ୍ଯମାନଙ୍କର ପୁତ୍ର ଥିଲେ। ଦାଉଦ ଓ ତାଙ୍କର ଦାସମାନେ ସହେି ଦୈନ୍ଯମାନଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ମାରା ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଲେଷ୍ଟୀୟ ଲୋକମାନେ ଗାଥ୍ ସହରବାସୀ ଦୈତ୍ୟମାନଙ୍କର ପୁତ୍ର ଥିଲେ। ଦାଉଦ ଓ ତାଙ୍କର ଦାସମାନେ ସେହି ଦୈତ୍ୟମାନଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଗାଥ୍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।