1 Chronicles 21:1 — Compare Translations
5 translations compared side by side
Odia - 1840
"ଶଯତାନ ଇଶ୍ରାୟେଲର ବିରୁଦ୍ଧ ରେ ଛିଡ଼ା ହେଲା। ଶଯତାନ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ସେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲର ଗଣନା କରି ପାପ କଲେ ଶୟତାନ ଇସ୍ରାଏଲର ବିରୁଦ୍ଧରେ ଛିଡ଼ା ହେଲା। ଶୟତାନ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।