1 Chronicles 21:10 — Compare Translations

4 translations compared side by side

Odia - 1840
"ତୁମ୍ଭକୁ ତନ୍ମଧ୍ଯରୁ ଗୋଟିଏ ମନୋନୀତ କରିବାକୁ ପଡ଼ିବ। ତୁମ୍ଭେ ଯେଉଁଟିକୁ ମନୋନୀତ କରିବ, ସହେି ଅନୁୟାଯୀ ଦଣ୍ଡିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
Odia IRV 2017 (ଓଡିଆ ବାଇବେଲ)
“ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”