1 Chronicles 21:11 — Compare Translations
5 translations compared side by side
Odia - 1840
"ଏହାପରେ ଗାଦ ଦାଉଦଙ୍କ ନିକଟକୁ ଗଲେ କହିଲେ, ସଦାପ୍ରଭୁ ଏହିପରି କହନ୍ତି, 'ଦାଉଦ, ତୁମ୍ଭେ କେଉଁ ଦଣ୍ଡ ରେ ଦଣ୍ଡିତ ହବୋକୁ ଇଚ୍ଛା କର, ତାହା ମନୋନୀତ କର: ତିନିବର୍ଷ ଦୁର୍ଭିକ୍ଷ ହବେ କିଅବା ତୁମ୍ଭର ଶତ୍ରୁଗଣ ତିନିମାସ ପର୍ୟ୍ଯନ୍ତ ତୁମ୍ଭ ପେଛ ପେଛ ଖଡ୍ଗ ଧରି ଗୋଡ଼ାଇବେ ଅଥବା, ସଦାପ୍ରଭୁଙ୍କଠାରୁ ତିନି ଦିନ ଦଣ୍ଡ ଭୋଗିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ସଦାପ୍ରଭୁ ଏହିପରି କହନ୍ତି, ‘ଦାଉଦ, ତୁମ୍ଭେ କେଉଁ ଦଣ୍ଡରେ ଦଣ୍ଡିତ ହେବାକୁ ଇଚ୍ଛା କର, ତାହା ମନୋନୀତ କର: ତିନି ବର୍ଷ ଦୁର୍ଭିକ୍ଷ ହେବ କିଅବା ତୁମ୍ଭର ଶତ୍ରୁଗଣ ତିନି ମାସ ପର୍ଯ୍ୟନ୍ତ ତୁମ୍ଭ ପଛେ ପଛେ ଖଡ଼୍ଗ ଧରି ଗୋଡ଼ାଇବେ ଅଥବା, ସଦାପ୍ରଭୁଙ୍କଠାରୁ ତିନି ଦିନ ଦଣ୍ଡ ଭୋଗିବେ। ଦେଶସାରା ଭୟଙ୍କର ବ୍ୟାଧି ବ୍ୟାପି ଯିବ ଓ ସଦାପ୍ରଭୁଙ୍କର ଦୂତ ଇସ୍ରାଏଲ ମଧ୍ୟଦେଇ ଯିବେ ଓ ଲୋକମାନଙ୍କୁ ବିନାଶ କରିବେ।’ ବର୍ତ୍ତମାନ ଯିଏ ମୋତେ ପଠାଇଥିଲେ ତାଙ୍କ ପାଇଁ କେଉଁ ଉତ୍ତରଟି ନେଇଯିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;