1 Chronicles 21:12 — Compare Translations

4 translations compared side by side

Odia - 1840
"ଦେଶସାରା ଭୟଙ୍କର ବ୍ଯାଧି ବ୍ଯାପି ୟିବ ଓ ସଦାପ୍ରଭୁଙ୍କର ଦୂତ ଇଶ୍ରାୟେଲ ମଧ୍ଯ ଦଇେ ଯିବେ ଓ ଲୋକମାନଙ୍କୁ ବିନାଶ କରିବେ।' ବର୍ତ୍ତମାନ ୟିଏ ମାେତେ ପଠାଇଥିଲେ ତାଙ୍କ ପାଇଁ କେଉଁ ଉତ୍ତରଟି ନଇୟିବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍‍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍‍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ । ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
Odia IRV 2017 (ଓଡିଆ ବାଇବେଲ)
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ’ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”