1 Chronicles 21:13 — Compare Translations

5 translations compared side by side

Odia - 1840
"ଦାଉଦ ଗାଦଙ୍କୁ କହିଲେ, ମୁଁ ବଡ଼ ସମସ୍ଯା ରେ ପଡ଼ିଅଛି। କୌଣସି ମନୁଷ୍ଯ ଦ୍ବାରା ମାରେ ଦଣ୍ଡ ସ୍ଥିରୀକୃତ ହେଉ ବୋଲି ମୁଁ ଚା ହେଁ ନାହିଁ। ସଦାପ୍ରଭୁ ଅତ୍ଯନ୍ତ ଦୟାଳୁ ଅଟନ୍ତି। ତେଣୁ ମାେତେ କିପ୍ରକା ରେ ଦଣ୍ଡିତ କରାୟିବ, ତାହା ସଦାପ୍ରଭୁ ହିଁ ସ୍ଥିର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗା‌ଦ୍‌କୁ କହିଲେ, “ମୁଁ ବଡ଼ ସମସ୍ୟାରେ ପଡ଼ିଅଛି। କୌଣସି ମନୁଷ୍ୟ ଦ୍ୱାରା ମୋର ଦଣ୍ଡ ସ୍ଥିରୀକୃତ ହେଉ ବୋଲି ମୁଁ ଗ୍ଭହେଁ ନାହିଁ। ସଦାପ୍ରଭୁ ଅତ୍ୟନ୍ତ ଦୟାଳୁ ଅଟନ୍ତି। ତେଣୁ ମୋତେ କିପ୍ରକାରେ ଦଣ୍ଡିତ କରାଯିବ, ତାହା ସଦାପ୍ରଭୁ ହିଁ ସ୍ଥିର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଗାଦ୍‍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”