1 Chronicles 21:14 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଇଶ୍ରାୟେଲ ମଧ୍ଯକୁ ଭୟଙ୍କର ବ୍ଯାଧି ପ୍ ରରଣେ କଲେ ଏବଂ 70,000 ଲୋକ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଇସ୍ରାଏଲ ମଧ୍ୟକୁ ଭୟଙ୍କର ବ୍ୟାଧି ପ୍ରେରଣ କଲେ ଏବଂ 70,000 ଲୋକ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।