1 Chronicles 21:16 — Compare Translations

5 translations compared side by side

Odia - 1840
"ଦାଉଦ ଉର୍ଦ୍ଧ୍ବଆଡ଼େ ଚାହଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶ ରେ ଦେଖିଲେ। ସ୍ବର୍ଗଦୂତ ୟିରୁଶାଲମ ନଗରୀ ଉପରେ ତାଙ୍କର ଖଡ୍ଗ ବିସ୍ତାର କରି ରଖିଥିଲେ। ଏହାପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶଷେ ବସ୍ତ୍ରମାନ ପିନ୍ଧିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ । ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଊର୍ଦ୍ଧ୍ୱଆଡ଼େ ଗ୍ଭହିଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶରେ ଦେଖିଲେ। ସ୍ୱର୍ଗଦୂତ ଯିରୁଶାଲମ ନଗରୀ ଉପରେ ତାଙ୍କର ‌‌ଖ‌ଡ଼୍‌ଗ ବିସ୍ତାର କରି ରଖିଥିଲେ। ଏହା ପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶେଷ ବସ୍ତ୍ରମାନ ପିନ୍ଧିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।