1 Chronicles 21:18 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁଙ୍କର ଦୂତ ଗାଦଙ୍କୁ କଥା କହିଲେ। ସେ କହିଲେ, ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ କୁହ। ଦାଉଦକୁ ୟିବୂଷୀଯ ଅରଣନର ଶସ୍ଯଦଳିବା ସ୍ଥାନ ନିକଟରେ ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କର ଦୂତ ଗା‌ଦ୍‌କୁ କଥା କହିଲେ। ସେ କହିଲେ, “ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ କୁହ। ଦାଉଦକୁ ଯିବୂଷୀୟ ଅରଣନର ଶସ୍ୟଦଳିବା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କରିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।