1 Chronicles 21:19 — Compare Translations

5 translations compared side by side

Odia - 1840
"ଗାଦ ଏହିସବୁ ବିଷଯ ଦାଉଦଙ୍କୁ କହିଲେ ଓ ଦାଉଦ ଅରଣନର ଶସ୍ଯଦଳିବା ସ୍ଥାନକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ଏହିସବୁ ବିଷୟ ଦାଉଦଙ୍କୁ କହିଲେ ଓ ଦାଉଦ ଅରଣନର ଶସ୍ୟଦଳିବା ସ୍ଥାନକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।