1 Chronicles 21:2 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, ୟାଅ, ଓ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଗଣନା କର। ବରେଶବୋ ସହରଠାରୁ ଦାନ ସହର ପର୍ୟ୍ଯନ୍ତ ଦେଶ ରେ ଥିବା ପ୍ରେତ୍ୟକକ ଜଣକୁ ଗଣନା କର। ଏହାପରେ ଆସି ମାେତେ ସତ୍ଯ କୁହ, ତବେେ ଦେଶର ଲୋକସଂଖ୍ଯା କେତେ, ତାହା ମୁଁ ଜାଣିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, “ଯାଅ, ଓ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ‌ବେ‌ର୍‌ଶେବା ସହରଠାରୁ ଦାନ ସହର ପର୍ଯ୍ୟନ୍ତ ଦେଶରେ ଥିବା ପ୍ରତ୍ୟେକ ଜଣକୁ ଗଣନା କର। ଏହା ପରେ ଆସି ମୋତେ ସତ୍ୟ କୁହ, ତେବେ ଦେଶର ଲୋକସଂଖ୍ୟା କେତେ, ତାହା ମୁଁ ଜାଣି ପାରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍‍ଶେବାଠାରୁ ଦାନ୍‍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।