1 Chronicles 21:20 — Compare Translations
5 translations compared side by side
Odia - 1840
"ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ବର୍ଗଦୂତଙ୍କୁ ଦେଖିଲେ। ଅରଣନ୍ଙ୍କ ଚାରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ୱର୍ଗଦୂତଙ୍କୁ ଦେଖିଲେ। ଅରଣନଙ୍କ ଗ୍ଭରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।