1 Chronicles 21:22 — Compare Translations

5 translations compared side by side

Odia - 1840
"ଦାଉଦ ଅରଣନ୍ଙ୍କୁ କହିଲେ, ତୁମ୍ଭର ଶସ୍ଯଦଳିବା ସ୍ଥାନକୁ ମାେତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ତବେେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅରଣ‌ନଙ୍କୁ କହିଲେ, “ତୁମ୍ଭର ଶସ୍ୟଦଳିବା ସ୍ଥାନକୁ ମୋତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ତେବେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରିବି। ଆଉ ତା’ପରେ ଏହି ମହାମାରୀ ଦୂର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”