1 Chronicles 21:23 — Compare Translations

5 translations compared side by side

Odia - 1840
"ଅରଣନ୍ ଦାଉଦଙ୍କୁ କହିଲେ, ଏହି ଶସ୍ଯଦଳିବା ସ୍ଥାନ ଆପଣ ନିଅନ୍ତୁ। ଆପଣ ମାରେସ୍ବାମୀ ଓ ରାଜା ଅଟନ୍ତି। ଆପଣ ଯାହା ଚାହାଁନ୍ତି, ତାହା କରନ୍ତୁ। ଦେଖନ୍ତୁ, ହାମବେଳି ନବୈେଦ୍ଯ ନିମନ୍ତେ ମୁଁ ବଳଦ ଦବେି। ନିଆଁ ଜାଳିବା ପାଇଁ ମୁଁ କାଠ ଦବେି। ଶସ୍ଯ ନବୈେଦ୍ଯ ଉତ୍ସର୍ଗାର୍ଥେ ମୁଁ ଆପଣଙ୍କୁ ଗହମ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅରଣନ୍ ଦାଉଦଙ୍କୁ କହିଲେ, “ଏହି ଶସ୍ୟଦଳିବା ସ୍ଥାନ ଆପଣ ନିଅନ୍ତୁ। ଆପଣ ମୋର ସ୍ୱାମୀ ଓ ରାଜା ଅଟନ୍ତି। ଆପଣ ଯାହା ଗ୍ଭହାନ୍ତି, ତାହା କରନ୍ତୁ। ଦେଖନ୍ତୁ, ହୋମବଳି ନୈବେଦ୍ୟ ନିମନ୍ତେ ମୁଁ ବଳଦ ଦେବି। ନିଆଁ ଜାଳିବା ପାଇଁ ମୁଁ କାଠ ଦେବି। ଶସ୍ୟ ନୈବେଦ୍ୟ ଉତ୍ସର୍ଗାର୍ଥେ ମୁଁ ଆପଣଙ୍କୁ ଗହମ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”