1 Chronicles 21:24 — Compare Translations

5 translations compared side by side

Odia - 1840
"କିନ୍ତୁ ରାଜା ଦାଉଦ ଅରଣନ୍ଙ୍କୁ ଉତ୍ତର ଦେଲେ, ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ମୁଁ ତୁମ୍ଭଠାରୁ କିଛି ନଇେ ସଦାପ୍ରଭୁଙ୍କୁ ଦବେି ନାହିଁ। ମୁଁ ବିନା ମୂଲ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାଜା ଦାଉଦ ଅରଣ‌ନଙ୍କୁ ଉତ୍ତର ଦେଲେ, “ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ମୁଁ ତୁମ୍ଭଠାରୁ କିଛି ନେଇ ସଦାପ୍ରଭୁଙ୍କୁ ଦେବି ନାହିଁ। ମୁଁ ବିନା ମୂଲ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”