1 Chronicles 21:25 — Compare Translations
5 translations compared side by side
Odia - 1840
"ତେଣୁ ଦାଉଦ ଅରଣନ୍ଙ୍କୁ ସହେି ସ୍ଥାନ ନିମନ୍ତେ ଦାଉଦଙ୍କୁ ପ୍ରାଯ 6000 ଶକେଲ ସୁନା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ଅରଣନଙ୍କୁ ସେହି ସ୍ଥାନ ନିମନ୍ତେ ଦାଉଦଙ୍କୁ ପ୍ରାୟ 600 ଶେକଲ ସୁନା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।