1 Chronicles 21:26 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ବର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହାମବେଳି, ନବୈେଦ୍ଯ ଉପରେ ସହେି ଅଗ୍ନି ଅବତରଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ଯଜ୍ଞବେଦି ନିର୍ମାଣ କଲେ। ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ୱର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହୋମବଳି, ନୈବେଦ୍ୟ ଉପରେ ସେହି ଅଗ୍ନି ଅବତରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
Odia IRV 2017 (ଓଡିଆ ବାଇବେଲ)