1 Chronicles 21:27 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ସ୍ବର୍ଗଦୂତଙ୍କୁ ତାଙ୍କର ଖଡ୍ଗ ଖାପରେ ରଖିବାକୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍ଗ ପୁନର୍ବାର ତହିଁର କୋଷରେ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ସ୍ୱର୍ଗଦୂତଙ୍କୁ ତାଙ୍କର ଖଡ଼୍ଗ ଖାପରେ ରଖିବାକୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।