1 Chronicles 21:28 — Compare Translations
5 translations compared side by side
Odia - 1840
"ଦାଉଦ ଦେଖିଲେ ଯେ, ସଦାପ୍ରଭୁ ତାହାଙ୍କୁ ଅରଣନ୍ଙ୍କ ଶସ୍ଯଦଳିବା ସ୍ଥାନ ରେ ଉତ୍ତର ଦେଲେ, ତେଣୁ ଦାଉଦ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଦେଖିଲେ ଯେ, ସଦାପ୍ରଭୁ ତାହାଙ୍କୁ ଅରଣନଙ୍କ ଶସ୍ୟଦଳିବା ସ୍ଥାନରେ ଉତ୍ତର ଦେଲେ, ତେଣୁ ଦାଉଦ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।