1 Chronicles 21:29 — Compare Translations
5 translations compared side by side
Odia - 1840
"ଗିବିଯୋନ ସହରର ଉଚ୍ଚସ୍ଥାନ ରେ ପବିତ୍ର ତମ୍ବୁ ଓ ହାମବେଳି, ନବୈେଦ୍ଯର ବଦେୀ ଥିଲା। ଇଶ୍ରାୟେଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମାଶାେ ପବିତ୍ର ତମ୍ବୁ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟୋନ ସହରର ଉଚ୍ଚସ୍ଥାନରେ ପବିତ୍ର ତମ୍ବୁ ଓ ହୋମବଳି ନୈବେଦ୍ୟର ବେଦି ଥିଲା। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମୋଶା ପବିତ୍ର ତମ୍ବୁ ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ଥିଲା।