1 Chronicles 21:3 — Compare Translations

5 translations compared side by side

Odia - 1840
"କିନ୍ତୁ ଯୋୟାବ ଉତ୍ତର ଦେଲେ, ସଦାପ୍ରଭୁ ତାଙ୍କର ଦେଶକୁ 10 0 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦଯ, ସମଗ୍ର ଇଶ୍ରାୟେଲର ଲୋକ ଆପଣଙ୍କ ଦାସ ଅଟନ୍ତି। ହେ ମାରେ ମହାଶୟ ଓ ରାଜା, ଆପଣା କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି? ଏହା ଦ୍ବାରା ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପାପ ଦୋଷ ରେ ଦୋଷୀ କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋୟାବ ଉତ୍ତର ଦେଲେ, “ସଦାପ୍ରଭୁ ତାଙ୍କର ଦେଶକୁ 100 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦୟ, ସମଗ୍ର ଇସ୍ରାଏଲର ଲୋକ ଆପଣଙ୍କ ଦାସ ଅଟନ୍ତି।” ହେ ମୋର ମହାଶୟ ଓ ରାଜା, ଆପଣ କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି? ଏହା ଦ୍ୱାରା ଆପଣ ଇସ୍ରାଏଲର ଲୋକମାନଙ୍କୁ ପାପ ଦୋଷରେ ଦୋଷୀ କରାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ’ ପ୍ରଭୁ ମହାରାଜ, ସେହି ସମସ୍ତେ କ’ଣ ମୋ’ ପ୍ରଭୁଙ୍କର ଦାସ ନୁହଁନ୍ତି? କାହିଁକି ମୋ’ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”