1 Chronicles 21:30 — Compare Translations
5 translations compared side by side
Odia - 1840
"ଦାଉଦ ପରମେଶ୍ବରଙ୍କ ସହିତ କଥାବାର୍ତ୍ତା ନିମନ୍ତେ ପବିତ୍ର ତମ୍ବୁ ମଧ୍ଯକୁ ୟାଇପାରୁ ନ ଥିଲେ, କାରଣ ସେ ଭୟ କରୁଥିଲେ। ପରମେଶ୍ବରଙ୍କ ଦୂତ ଓ ତାଙ୍କର ଖଡ୍ଗକୁ ଦାଉଦ ଅତ୍ଯନ୍ତ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍ଗ ସକାଶୁ ଭୀତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପରମେଶ୍ୱରଙ୍କ ସହିତ କଥାବାର୍ତ୍ତା ନିମନ୍ତେ ପବିତ୍ର ତମ୍ବୁ ମଧ୍ୟକୁ ଯାଇପାରୁ ନ ଥିଲେ, କାରଣ ସେ ଭୟ କରୁଥିଲେ। ପରମେଶ୍ୱରଙ୍କ ଦୂତ ଓ ତାଙ୍କର ଖଡ଼୍ଗକୁ ଦାଉଦ ଅତ୍ୟନ୍ତ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।