1 Chronicles 21:4 — Compare Translations
5 translations compared side by side
Odia - 1840
"କିନ୍ତୁ ଦାଉଦ ନିଜ ଜିଦ ରେ ଅଟଳ ରହିଲେ। ରାଜା ଯାହା ଆଦେଶ ଦେଲେ, ଯୋୟାବଙ୍କୁ ତାହା କରିବାକୁ ପଡ଼ିଲା। ତେଣୁ ଯୋୟାବ ଗଲେ ଓ ଇଶ୍ରାୟେଲର ସାରା ଦେଶ ମଧିଅରେ ଲୋକମାନଙ୍କୁ ଗଣିଲେ। ଏହାପରେ ଯୋୟାବ ୟିରୁଶାଲମକୁ ଫରେି ଆସିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା । ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦ ନିଜ ଜିଦ୍ରେ ଅଟଳ ରହିଲେ। ରାଜା ଯାହା ଆଦେଶ ଦେଲେ, ଯୋୟାବଙ୍କୁ ତାହା କରିବାକୁ ପଡ଼ିଲା। ତେଣୁ ଯୋୟାବ ଗଲେ ଓ ଇସ୍ରାଏଲର ସାରା ଦେଶ ମଧ୍ୟରେ ଲୋକମାନଙ୍କୁ ଗଣିଲେ। ଏହା ପରେ ଯୋୟାବ ଯିରୁଶାଲମକୁ ଫେରି ଆସିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।