1 Chronicles 21:5 — Compare Translations
5 translations compared side by side
Odia - 1840
"ଓ ଦାଉଦଙ୍କୁ ଲୋକମାନଙ୍କର ସଂଖ୍ଯା ଜଣାଇଲେ। ଇଶ୍ରାୟେଲ ମଧିଅରେ ଖଡ୍ଗ ବ୍ଯବହାର କରୁଥିବା 11,00,000 ଜଣ ଲୋକ ଥିଲେ। ଯିହୁଦା ରେ ଖ' ବ୍ଯବହାର କରୁଥିବା 4,70,000 ଜଣ ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା । ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍ଗଧାରୀ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଓ ଦାଉଦଙ୍କୁ ଲୋକମାନଙ୍କର ସଂଖ୍ୟା ଜଣାଇଲେ। ଇସ୍ରାଏଲ ମଧ୍ୟରେ ଖଡ଼୍ଗ ବ୍ୟବହାର କରୁଥିବା 1,100,000 ଜଣ ଲୋକ ଥିଲେ। ଯିହୁଦାରେ ଖଡ଼୍ଗ ବ୍ୟବହାର କରୁଥିବା 470,000 ଜଣ ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।