1 Chronicles 21:6 — Compare Translations

5 translations compared side by side

Odia - 1840
"ଯୋୟାବ ଲବେୀ ଓ ବିନ୍ଯାମୀନ ଗୋଷ୍ଠୀର ଲୋକଙ୍କୁ ଗଣନା କରି ନ ଥିଲେ। କାରଣ ରାଜାଙ୍କର ଆଦେଶ ତାଙ୍କୁ ଅପ୍ରୀତିକର ଲାଗୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଲେବୀ ଓ ବିନ୍ୟାମୀନ ଗୋଷ୍ଠୀର ଲୋକଙ୍କୁ ଗଣନା କରି ନ ଥିଲେ। କାରଣ ରାଜାଙ୍କର ଆଦେଶ ତାଙ୍କୁ ଅପ୍ରୀତିକର ଲାଗୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।