1 Chronicles 21:7 — Compare Translations
5 translations compared side by side
Odia - 1840
"ଦାଉଦ ପରମେଶ୍ବରଙ୍କ ଦୃଷ୍ଟି ରେ ଏକ ମନ୍ଦକର୍ମ କଲେ। ତେଣୁ ପରମେଶ୍ବର ଇଶ୍ରାୟେଲକୁ ଦଣ୍ଡ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପରମେଶ୍ୱରଙ୍କ ଦୃଷ୍ଟିରେ ଏକ ମନ୍ଦକର୍ମ କଲେ। ତେଣୁ ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।