1 Chronicles 21:8 — Compare Translations

5 translations compared side by side

Odia - 1840
"ଏହାପର ଦାଉଦ ପରମେଶ୍ବରଙ୍କୁ କହିଲେ, ମୁଁ ଅତି ମୂର୍ଖତାର କାର୍ୟ୍ଯ କରିଅଛି। ଇଶ୍ରାୟେଲର ଲୋକମାନଙ୍କୁ ଗଣନା କରି ମୁଁ ଏକ ଜଘନ୍ଯ ପାପ କରିଅଛି। ମୁଁ ପ୍ରାର୍ଥନା କରୁଅଛି, ମୁଁ ତୁମ୍ଭ ଦାସ ମାରେ ସହେି ପାପକୁ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ପରମେଶ୍ଵରଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ ଏହାପର ଦାଉଦ ପରମେଶ୍ୱରଙ୍କୁ କହିଲେ, “ମୁଁ ଅତି ମୂର୍ଖତାର କାର୍ଯ୍ୟ କରିଅଛି। ଇସ୍ରାଏଲର ଲୋକମାନଙ୍କୁ ଗଣନା କରି ମୁଁ ଏକ ଜଘନ୍ୟ ପାପ କରିଅଛି। ମୁଁ ପ୍ରାର୍ଥନା କରୁଅଛି, ମୁଁ ତୁମ୍ଭ ଦାସ ମୋର ସେହି ପାପକୁ କ୍ଷମା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”