1 Chronicles 21:9 — Compare Translations
5 translations compared side by side
Odia - 1840
"ଗାଦ ଦାଉଦଙ୍କ ଭବିଷ୍ଯଦବକ୍ତା ଥିଲେ। ସଦାପ୍ରଭୁ ଗାଦଙ୍କୁ କହିଲେ, ୟାଅ ଓ ଦାଉଦଙ୍କୁ କୁହ: ଏହା ସଦାପ୍ରଭୁ କହନ୍ତି ଆମ୍ଭେ ତୁମ୍ଭକୁ ତିନି ଗୋଟି ବିଷଯ ଦେଉଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ଦାଉଦଙ୍କ ଭବିଷ୍ୟଦ୍ବକ୍ତା ଥିଲେ। ସଦାପ୍ରଭୁ ଗାଦ୍କୁ କହିଲେ, “ଯାଅ ଓ ଦାଉଦଙ୍କୁ କୁହ, ‘ଏହା ସଦାପ୍ରଭୁ କହନ୍ତି ଆମ୍ଭେ ତୁମ୍ଭକୁ ତିନି ଗୋଟି ବିଷୟ ଦେଉଅଛୁ। ତୁମ୍ଭକୁ ତନ୍ମଧ୍ୟରୁ ଗୋଟିଏ ମନୋନୀତ କରିବାକୁ ପଡ଼ିବ। ତୁମ୍ଭେ ଯେଉଁଟିକୁ ମନୋନୀତ କରିବ, ସେହି ଅନୁଯାୟୀ ଦଣ୍ଡିତ ହେବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,