1 Chronicles 22:1 — Compare Translations

5 translations compared side by side

Odia - 1840
"ଦାଉଦ କହିଲେ, ସଦାପ୍ରଭୁ ପରମେଶ୍ବରଙ୍କ ମନ୍ଦିର ଓ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ହାମବେଳି ଉତ୍ସର୍ଗ କରିବାର ବଦେୀ ଏହି ସ୍ଥାନ ରେ ହିଁ ନିର୍ମିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ସଦାପ୍ରଭୁ ପରମେଶ୍ୱରଙ୍କ ମନ୍ଦିର ଓ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ହୋମବଳି ଉତ୍ସର୍ଗ କରିବାର ବେଦି ଏହି ସ୍ଥାନରେ ହିଁ ନିର୍ମିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”