1 Chronicles 22:10 — Compare Translations

5 translations compared side by side

Odia - 1840
"ଶଲୋମନ ଆମ୍ଭ ନାମ ରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମାରେ ପୁତ୍ର ହବେ ଏବଂ ଆମ୍ଭେ ତାହାର ପିତା ହବୋ। ଏବଂ ଆମ୍ଭେ ଶଲୋମନର ରାଜ୍ଯକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇଶ୍ରାୟେଲ ଉପରେ ସଦାସର୍ବଦା ରାଜତ୍ବ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଆମ୍ଭ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଶଲୋମନ ମୋର ପୁତ୍ର ହେବ ଏବଂ ଆମ୍ଭେ ତାହାର ପିତା ହେବା। ଏବଂ ଆମ୍ଭେ ଶଲୋମନର ରାଜ୍ୟକୁ ଦୃଢ଼ କରିବା। ତାହାର ବଂଶରୁ କୌଣସି ଜଣେ ଇସ୍ରାଏଲ ଉପରେ ସଦାସର୍ବଦା ରାଜତ୍ୱ କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତ କାଳ ସ୍ଥାପନ କରିବା।