1 Chronicles 22:11 — Compare Translations

5 translations compared side by side

Odia - 1840
"ଦାଉଦ ଆହୁରି ମଧ୍ଯ କହିଲେ, ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତ ରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେପରି କହିଅଛନ୍ତି, ସପରେି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆହୁରି ମଧ୍ୟ କହିଲେ, “ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେପରି କହିଅଛନ୍ତି, ସେପରି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।