1 Chronicles 22:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଚାଳିତ କରିପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିଯମର ବାଧ୍ଯ ହାଇପୋରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଗ୍ଭଳିତ କରି ପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମର ବାଧ୍ୟ ହୋଇ ପାରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।