1 Chronicles 22:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲ ନିମନ୍ତେ ମାଶାଙ୍କେୁ ଯେଉଁସବୁ ବ୍ଯବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ଯ ହବୋ ନିମନ୍ତେ ଯତ୍ନ କରିବ, ତବେେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁସବୁ ବ୍ୟବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ୟ ହେବା ନିମନ୍ତେ ଯତ୍ନ କରିବ, ତେବେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।