1 Chronicles 22:14 — Compare Translations
5 translations compared side by side
Odia - 1840
"ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ବର୍ଣ୍ଣ ଦଇେଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦଇେଅଛି। ମୁଁ ଏତେ ପରିମାଣ ରେ ପିତ୍ତଳ ଓ ଲୁହା ଦଇେଅଛି ଯେ, ତାହା ତୌଲ କରାୟାଇ ନ ପା ରେ। ମୁଁ କାଠ ଓ ପ୍ରସ୍ତର ମଧ୍ଯ ଦଇେଅଛି। ଶଲୋମନ, ତୁମ୍ଭେ ସେଥି ରେ ଆହୁରି ୟୋଗ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳନ୍ତ ସୁନା ଓ ଦଶ ଲକ୍ଷ ତାଳନ୍ତ ରୂପା; ଆଉ ଅପରିମିତ ଅଧିକ ପରିମାଣର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।