1 Chronicles 22:15 — Compare Translations
5 translations compared side by side
Odia - 1840
"ତୁମ୍ଭର ଅନକେ ପଥରକଟାଳୀ ଓ ବଢ଼ଇେ ଅଛନ୍ତି। ପ୍ରେତ୍ୟକକ ପ୍ରକାର କାର୍ୟ୍ଯ ରେ ଦକ୍ଷ କାରିଗର ତୁମ୍ଭର ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଅନେକ ପଥରକଟାଳୀ ଓ ବଢ଼େଇ ଅଛନ୍ତି। ପ୍ରତ୍ୟେକ ପ୍ରକାର କାର୍ଯ୍ୟରେ ଦକ୍ଷ କାରିଗର ତୁମ୍ଭର ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବ ପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;