1 Chronicles 22:16 — Compare Translations

5 translations compared side by side

Odia - 1840
"ସମାନେେ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ ଓ ଲୁହା କାର୍ୟ୍ଯ ରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ଯ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ୟ୍ଯ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”