1 Chronicles 22:17 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ, ତାଙ୍କର ପୁତ୍ର ଶଲୋମନଙ୍କୁ ସାହାୟ୍ଯ କରିବା ପାଇଁ ଇଶ୍ରାୟେଲର ସମସ୍ତ ନେତାଙ୍କୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ, ତାଙ୍କର ପୁତ୍ର ଶଲୋମନଙ୍କୁ ସାହାଯ୍ୟ କରିବା ପାଇଁ ଇସ୍ରାଏଲର ସମସ୍ତ ନେତାଙ୍କୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,