1 Chronicles 22:18 — Compare Translations
5 translations compared side by side
Odia - 1840
"ଦାଉଦ ଏହି ଲୋକମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କର ସହିତ ରେ ଅଛନ୍ତି। ସେ ତୁମ୍ଭକୁ ଶାନ୍ତିର ଏକ ସମୟ ପ୍ରଦାନ କରିଅଛନ୍ତି। ଆମ୍ଭମାନଙ୍କର ଚତୁର୍ଦ୍ଦିଗ ରେ ବାସ କରୁଥିବା ଲୋକମାନଙ୍କୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁ ଓ ତାଙ୍କର ଲୋକମାନଙ୍କର ଅଧୀନସ୍ଥ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏହି ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ସହିତରେ ଅଛନ୍ତି। ସେ ତୁମ୍ଭକୁ ଶାନ୍ତିର ଏକ ସମୟ ପ୍ରଦାନ କରିଅଛନ୍ତି। ଆମ୍ଭମାନଙ୍କର ଚତୁର୍ଦ୍ଦିଗରେ ବାସ କରୁଥିବା ଲୋକମାନଙ୍କୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁ ଓ ତାଙ୍କର ଲୋକମାନଙ୍କର ଅଧୀନସ୍ଥ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କ’ଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହଁନ୍ତି? ଓ ସେ କ’ଣ ଚତୁର୍ଦ୍ଦିଗରେ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋ’ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।