1 Chronicles 22:19 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦଯ ଓ ଆତ୍ମାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠା ରେ ଅର୍ପଣ କର ଓ ସେ ଯାହା କହନ୍ତି, ତାହା କର। ସଦାପ୍ରଭୁ ପରମେଶ୍ବରଙ୍କର ପବିତ୍ର ବାସସ୍ଥାନ ନିର୍ମାଣ କର। ସଦାପ୍ରଭୁଙ୍କ ନାମ ନିମନ୍ତେ ମନ୍ଦିର ନିର୍ମାଣ କର। ଏହାପରେ, ନିଯମସିନ୍ଦୁକ ଓ ଅନ୍ଯାନ୍ଯ ପବିତ୍ର ବସ୍ତୁସବୁକୁ ମନ୍ଦିର ମଧ୍ଯକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଆତ୍ମାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଅର୍ପଣ କର ଓ ସେ ଯାହା କହନ୍ତି, ତାହା କର। ସଦାପ୍ରଭୁ ପରମେଶ୍ୱରଙ୍କର ପବିତ୍ର ବାସସ୍ଥାନ ନିର୍ମାଣ କର। ସଦାପ୍ରଭୁଙ୍କ ନାମ ନିମନ୍ତେ ମନ୍ଦିର ନିର୍ମାଣ କର। ଏହା ପରେ, ନିୟମସିନ୍ଦୁକ ଓ ଅନ୍ୟାନ୍ୟ ପବିତ୍ର ବସ୍ତୁସବୁକୁ ମନ୍ଦିର ମଧ୍ୟକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”
Odia IRV 2017 (ଓଡିଆ ବାଇବେଲ)