1 Chronicles 22:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ମଧିଅରେ ବାସ କରୁଥିବା ସମସ୍ତ ବିଦେଶୀଯମାନଙ୍କୁ ଏକତ୍ର ଠୁଳ ହବୋ ନିମନ୍ତେ ଦାଉଦ ଆଦେଶ ଦେଲେ। ସହେି ବିଦେଶୀମାନଙ୍କ ମଧ୍ଯରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ବରଙ୍କ ମନ୍ଦିର ନିର୍ମାଣ ରେ ବ୍ଯବହୃତ ହବୋ ନିମନ୍ତେ ଉଦ୍ଦିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସମାନଙ୍କେର କାର୍ୟ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ମନ୍ଦିର ନିମନ୍ତେ ଯୋଜନା ପ୍ରସ୍ତୁତ କଲେ ଇସ୍ରାଏଲ ମଧ୍ୟରେ ବାସ କରୁଥିବା ସମସ୍ତ ବିଦେଶୀୟମାନଙ୍କୁ ଏକତ୍ର ଠୁଳ ହେବା ନିମନ୍ତେ ଦାଉଦ ଆଦେଶ ଦେଲେ। ସେହି ବିଦେଶୀମାନଙ୍କ ମଧ୍ୟରୁ ଦାଉଦ ପଥରକଟାଳୀମାନଙ୍କୁ ମନୋନୀତ କଲେ। ପରମେଶ୍ୱରଙ୍କ ମନ୍ଦିର ନିର୍ମାଣରେ ବ୍ୟବହୃତ ହେବା ନିମନ୍ତେ ଉଦ୍ଧିଷ୍ଟ ପଥରକୁ କାଟି ପ୍ରସ୍ତୁତ କରି ରଖିବା ସେମାନଙ୍କର କାର୍ଯ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି, ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।