1 Chronicles 22:3 — Compare Translations

5 translations compared side by side

Odia - 1840
"ପ୍ରବେଶ ଦ୍ବାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାୟାଇ ପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବେଶ ଦ୍ୱାରର କବାଟ ନିମନ୍ତେ କଣ୍ଟା ଓ କବଜା ନିର୍ମାଣ କରିବା ନିମନ୍ତେ ଦାଉଦ ଲୁହା ସଂଗ୍ରହ କଲେ ଏବଂ ସେ ଏତେ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ ଯେ, ତାହାକୁ ମପାଯାଇ ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍‌ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ଦ୍ୱାର-କବାଟର କଣ୍ଟା ନିମନ୍ତେ ଓ କବ୍‍ଜା ନିମନ୍ତେ ଅଧିକ ପରିମାଣର ଲୁହା ଓ ଅପରିମିତ ଅଧିକ ପରିମାଣର ପିତ୍ତଳ ପ୍ରସ୍ତୁତ କଲେ।