1 Chronicles 22:4 — Compare Translations
5 translations compared side by side
Odia - 1840
"ଦାଉଦ ଏତେ ସଂଖ୍ଯକ ଦବଦୋରୁ କାଠଗଣ୍ଡିମାନ ସଂଗ୍ରହ କଲେ ଯେ, ତାହା ଗଣାୟାଇ ନ ପା ରେ। ସୀଦୋନ ଓ ସୋର ନଗରର ଲୋକମାନେ ଦାଉଦଙ୍କ ନିମନ୍ତେ ଅସଂଖ୍ଯ ଦବଦୋରୁ କାଠ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏତେ ସଂଖ୍ୟକ ଦେବଦାରୁ କାଠଗଣ୍ଡିମାନ ସଂଗ୍ରହ କଲେ ଯେ, ତାହା ଗଣାଯାଇ ନ ପାରେ। ସୀଦୋନ ଓ ସୋର ନଗରର ଲୋକମାନେ ଦାଉଦଙ୍କ ନିମନ୍ତେ ଅସଂଖ୍ୟ ଦେବଦାରୁ କାଠ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅସଂଖ୍ୟ ଏରସ କାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ଅଧିକ ପରିମାଣର ଏରସ କାଷ୍ଠ ଆଣିଲେ।