1 Chronicles 22:6 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଡ଼କାଇ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଡକାଇ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ।