1 Chronicles 22:7 — Compare Translations
5 translations compared side by side
Odia - 1840
"ଦାଉଦ ଶଲୋମନଙ୍କୁ କହିଲେ, ମାରେ ପୁତ୍ର, ମୁଁ ମାରେ ପରମେଶ୍ବର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଶଲୋମନଙ୍କୁ କହିଲେ, “ମୋର ପୁତ୍ର, ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।