1 Chronicles 23:1 — Compare Translations

5 translations compared side by side

Odia - 1840
"ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇଶ୍ରାୟେଲର ନୂତନ ରାଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ମନ୍ଦିରରେ ସେବାକାର୍ଯ୍ୟ କରିବାର ଯୋଜନା ଦାଉଦ ବୃଦ୍ଧ ହେଲେ, ତେଣୁ ସେ ତାଙ୍କର ପୁତ୍ର ଶଲୋମନଙ୍କୁ ଇସ୍ରାଏଲର ନୂତନ ରାଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ।